ଦିବା ପହୁଡ଼ ନୀତି ଲାଗି ୨ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ

Advertisment
ଦୋଳ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସୁନାବେଶ ଦର୍ଶନ କଲେ ହଜାର ହଜାର ଶ୍ରଦ୍ଧାଳୁ

Odisha Sun Times

ପୁରୀ : ପୁରୀ ଶ୍ରୀମନ୍ଦିରରେ ଦିବା ପହୁଡ଼ ନୀତି ହେବାକୁ ଥିବାରୁ ୨ଘଣ୍ଟା ପର୍ଯ୍ୟନ୍ତ ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ଶ୍ରୀଜିଉ । ନୀତି ପାଇଁ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭକ୍ତମାନେ ଶ୍ରୀଜିଉଙ୍କୁ ଦର୍ଶନ କରି ପାରିବେ ନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ଶ୍ରୀଜିଉଙ୍କ ନିକଟରେ ଦ୍ୱିତୀୟ ଭୋଗ ମଣ୍ଡପ ପୂଜା ପରେ ଦିବା ପହୁଡ଼ ନୀତି କରାଯିବ । ଯାହା ପାଇଁ ମନ୍ଦିରକୁ ବନ୍ଦ କରାଯିବା ସହ ଭକ୍ତ ଦର୍ଶନ କରି ପାରିବେ ନାହିଁ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe