ରଥଯାତ୍ରାରେ ଆଇନଶୃଙ୍ଖଳା ରକ୍ଷା ପାଇଁ ୬୯ ଜଣ ଅଧିକାରୀଙ୍କୁ ଦାୟିତ୍ବ

ଭୁବନେଶ୍ବର : ମହାପ୍ରଭୁ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ସମୟରେ ଆଇନଶୃଙ୍ଖଳା ରକ୍ଷା କରିବା ପାଇଁ ରାଜସ୍ବ ବିଭାଗ ୬୯ ଜଣ ଓଏଏସ ଅଧିକାରୀମାନଙ୍କୁ ଏକଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ୍ ଦାୟିତ୍ବ ପ୍ରଦାନ କରିଛି। ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଅଧିକାରୀମାନେ ଆସନ୍ତା ଜୁଲାଇ ପହିଲାରୁ ଜୁଲାଇ ୧୭ ତାରିଖ ପର୍ଯ୍ୟନ୍ତ ପୁରୀ ଜିଲ୍ଲାରେ ବିଭିନ୍ନ ସ୍ଥାନରେ ରହି ରଥଯାତ୍ରା ପରିଚାଳନାରେ ସହଯୋଗ କରିବେ।

ସମ୍ବନ୍ଧିତ ଖବର