ଆର.ଭିନିଲ କ୍ରିଷ୍ଣାଙ୍କୁ ଅତିରିକ୍ତ ସ୍ବତନ୍ତ୍ର ରିଲିଫ କମିସନର ଦାୟିତ୍ବ

0

ଭୁବନେଶ୍ବର : ବାତ୍ୟା ‘ଫନି’ ପରବର୍ତ୍ତୀ କ୍ଷୟକ୍ଷତି ଆକଳନ କରିବାକୁ ଆଜି ରାଜ୍ୟ ସରକାର ଓଏମସି ପରିଚାଳନା ନିର୍ଦ୍ଦେଶକ ତଥା କ୍ରୀଡ଼ା ନିର୍ଦ୍ଦେଶକ ଆର.ଭିନିଲ କ୍ରିଷ୍ଣାଙ୍କୁ ଅତିରିକ୍ତ ସ୍ବତନ୍ତ୍ର ରିଲିଫ କମିସନର ଭାବେ ଅତିରିକ୍ତ ଦାୟିତ୍ବ ଭାବେ ନିଯୁକ୍ତି ଦିଆଯାଇଛି। ଶ୍ରୀ କ୍ରିଷ୍ଣା ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ଆକଳନ କରିବା ସହିତ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟ ସରିବା ପର୍ଯ୍ୟନ୍ତ ଏହି ଦାୟିତ୍ବରେ ରହିବେ।

ସମ୍ବନ୍ଧିତ ଖବର

Leave A Reply

Your email address will not be published.