ଆର.ଭିନିଲ କ୍ରିଷ୍ଣାଙ୍କୁ ଅତିରିକ୍ତ ସ୍ବତନ୍ତ୍ର ରିଲିଫ କମିସନର ଦାୟିତ୍ବ

Advertisment
ଆର.ଭିନିଲ କ୍ରିଷ୍ଣାଙ୍କୁ ଅତିରିକ୍ତ ସ୍ବତନ୍ତ୍ର ରିଲିଫ କମିସନର ଦାୟିତ୍ବ

The Sunday Guardian

ଭୁବନେଶ୍ବର : ବାତ୍ୟା 'ଫନି' ପରବର୍ତ୍ତୀ କ୍ଷୟକ୍ଷତି ଆକଳନ କରିବାକୁ ଆଜି ରାଜ୍ୟ ସରକାର ଓଏମସି ପରିଚାଳନା ନିର୍ଦ୍ଦେଶକ ତଥା କ୍ରୀଡ଼ା ନିର୍ଦ୍ଦେଶକ ଆର.ଭିନିଲ କ୍ରିଷ୍ଣାଙ୍କୁ ଅତିରିକ୍ତ ସ୍ବତନ୍ତ୍ର ରିଲିଫ କମିସନର ଭାବେ ଅତିରିକ୍ତ ଦାୟିତ୍ବ ଭାବେ ନିଯୁକ୍ତି ଦିଆଯାଇଛି। ଶ୍ରୀ କ୍ରିଷ୍ଣା ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ଆକଳନ କରିବା ସହିତ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟ ସରିବା ପର୍ଯ୍ୟନ୍ତ ଏହି ଦାୟିତ୍ବରେ ରହିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe