୨୮ରେ ଜାତୀୟ ଡାଟା କେନ୍ଦ୍ରର ଉଦ୍‌ଘାଟନ କରିବେ କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦ

ଭୁବନେଶ୍ୱର : ଆସନ୍ତା ୨୮ ତାରିଖରେ ଭୁବନେଶ୍ୱରରେ ଜାତୀୟ ଡାଟା କେନ୍ଦ୍ରର ଉଦ୍‌ଘାଟନ ଉତ୍ସବରେ କେନ୍ଦ୍ର ବୈଦ୍ୟୁତିକ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ରବିଶଙ୍କର ପ୍ରସାଦ ଯୋଗଦେବେ। ତାଙ୍କ ସହିତ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଏସ୍‌.ଏସ୍‌.ଆଲୁଓ୍ଵାଲିଆ, ରାଜ୍ୟ ସରକାରଙ୍କ ବୈଦ୍ୟୁତିକ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଚନ୍ଦ୍ରସାରଥୀ ବେହେରା ପ୍ରମୁଖ ଯୋଗଦେବେ। ଏହି ଡାଟା ସେଣ୍ଟର ରାଷ୍ଟ୍ରୀୟ ସୂଚନା ବିଜ୍ଞାନ କେନ୍ଦ୍ର(ଏନ୍‌ଆଇସି) ସହଯୋଗରେ ପ୍ରତିଷ୍ଠା କରାଯାଉଛି।

ସମ୍ବନ୍ଧିତ ଖବର