ରାହୁଲଙ୍କ ଦାୟିତ୍ବହୀନ ଆଚରଣ ନିନ୍ଦନୀୟ: ମୁଖ୍ୟମନ୍ତ୍ରୀ

Advertisment

ସାଂସଦ ପ୍ରତାପ ଷଡ଼ଙ୍ଗୀ ସଂସଦ ସିଡ଼ିରୁ ପଡ଼ି ଆହତ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମଡିଆ ଏକ୍ସରେ କହିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ଦାୟିତ୍ବହୀନ ତଥା ଆପତ୍ତିଜନକ ଆଚରଣକୁ ମୁଁ ଦୃଢ଼ ନିନ୍ଦା କରୁଛି...

ସାଂସଦ ପ୍ରତାପ ଷଡ଼ଙ୍ଗୀ ସଂସଦ ସିଡ଼ିରୁ ପଡ଼ି ଆହତ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମଡିଆ ଏକ୍ସରେ କହିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ଦାୟିତ୍ବହୀନ ତଥା ଆପତ୍ତିଜନକ ଆଚରଣକୁ ମୁଁ ଦୃଢ଼ ନିନ୍ଦା କରୁଛି...

Mohan Charan Majhi, CM Odisha

ଭୁବନେଶ୍ବର: ସାଂସଦ ପ୍ରତାପ ଷଡ଼ଙ୍ଗୀ ସଂସଦ ସିଡ଼ିରୁ ପଡ଼ି ଆହତ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମଡିଆ ଏକ୍ସରେ କହିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ଦାୟିତ୍ବହୀନ ତଥା ଆପତ୍ତିଜନକ ଆଚରଣକୁ ମୁଁ ଦୃଢ଼ ନିନ୍ଦା କରୁଛି।

ରାହୁଲଙ୍କର ଏଭଳି ଆଚରଣ ଯୋଗୁ ଆମ ଦଳର ବରିଷ୍ଠ ଦଳର ନେତା ତଥା ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ ହୋଇଛନ୍ତି। ରାହୁଲ ଗାନ୍ଧୀଙ୍କ ଏଭଳି କାର୍ଯ୍ୟ କେବେ ଗ୍ରହଣୀୟ ନୁହେଁ। ଏହା ଗଣତନ୍ତ୍ରର ପବିତ୍ର ଗୃହ ପ୍ରତି ଅପମାନ।

ଅଧିକ ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଶାହ

ରାହୁଲ ଗାନ୍ଧୀ ମୁକେଶ ରାଜପୁତଙ୍କୁ ଠେଲି ଦେବାରୁ ମୁଁ ତଳେ ପଡ଼ି ଆହତ ହୋଇଥିବା ପ୍ରତାପ ଷଡ଼ଙ୍ଗୀ କହିଛନ୍ତି। ତାଙ୍କ ମୁଣ୍ଡରେ ଆଘାତ ଲାଗିଥିବାରୁ ତାଙ୍କୁ ତୁରନ୍ତ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ଏନେଇ ଲୋକସଭାକୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବାଚସ୍ପତି ମୁଲତବୀ ଘୋଷଣା କରିଥିଲେ।

ଅଧିକ ପଢ଼ନ୍ତୁ: ରାହୁଲଙ୍କ ଆଚରଣ ଗଣତନ୍ତ୍ରରେ ଗ୍ରହଣୀୟ ନୁହେଁ: ବୈଜୟନ୍ତ ପଣ୍ଡା

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe