ଭୁବନେଶ୍ୱର: ସାମୁଦ୍ରିକ ବାତ୍ୟା ‘ଫନି’ ପ୍ରଭାବରେ ବ୍ରହ୍ମପୁର ଏବଂ ଗୋପାଳପୁରରେ ବର୍ଷା ଓ ପବନ ଆରମ୍ଭ ହୋଇଯାଇଛି।
ବାତ୍ୟା ସମୟରେ କୌଣସି ଲୋକ କଚାଘରେ ନ ରହିବାକୁ ଗଞ୍ଜାମ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି।
ଗୁରୁବାର ସକାଳ ୧୦ଟା ସୁଦ୍ଧା ୯୮୧୫୭ ଜଣ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତରଣ କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/05/fani-rain.jpg)