ରାତି ୧୦ଟା ଯାଏଁ ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ହେବା ସହିତ ପାଗ କୋହଲା ରହିଛି। ଏଥିସହିତ ସୋମବାର ରାତି ୧୦ଟା ଯାଏଁ ରାଜ୍ୟର ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, କୋରାପୁଟ, ମାଲାକାନଗିରି ଓ ନବରଙ୍ଗପୁର ଆଦି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସମ୍ବନ୍ଧିତ ଖବର