ଭୁବନେଶ୍ୱର: ଦୀପାବଳିରେ ୪ଟି ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା ନେଇ ବୁଧବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।ପୂର୍ବ ବିହାରରୁ ଗାଙ୍ଗେଟିକ ପଶ୍ଚିମବଙ୍ଗ ପର୍ଯ୍ୟନ୍ତ ସୃଷ୍ଟି ହୋଇଥିବା ଏକ ଟ୍ରାପ ଲାଇନ ପ୍ରଭାବରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ବାଲେଶ୍ୱର, ଭଦ୍ରକ, କେନ୍ଦୁଝର ଓ ମୟୂରଭଞ୍ଜରେ ବୁଧବାର ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us