୩୬ଘଣ୍ଟା ମଧ୍ୟରେ ଏସବୁ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା

Advertisment
୩୬ଘଣ୍ଟା ମଧ୍ୟରେ ଏସବୁ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ବାତ୍ୟା ଡାଏ ଦୁର୍ବଳ ହୋଇଥିଲେ ହେଁ ଏହାର ପ୍ରଭାବରେ ରାଜ୍ୟର ଅଳ୍ପ କେତେଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ରବିବାର ଭୁବନେଶ୍ୱର ଆଞ୍ଚଳି ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଆଗମୀ ୩୬ଘଣ୍ଟା ମଧ୍ୟରେ ଦକ୍ଷିଣ ଉପକୂଳ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତର  ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ହୋଇଛି।

ଘଡ଼ଘଡ଼ି ସହ ବର୍ଷା କେବଳ ଦକ୍ଷିଣ ଉପକୂଳ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତର  ଓଡ଼ିଶା ନୁହେଁ, ବରଂ ଅନ୍ୟ କେତେକ ଜିଲ୍ଲାଗୁଡ଼ିକୁ ମଧ୍ୟ ପ୍ରଭାବିତ କରିବ।

ଆଗାମୀ ୩୬ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ ବର୍ଷା ହେବା ସହ ବଜ୍ରପାତ ହେବ।  ଏବେ ସୁଦ୍ଧା ଚାନ୍ଦବାଲିରେ ସର୍ବାଧିକ ତାପମାତ୍ରା ୩୪.୨ ଡିଗ୍ରି ସେଲ୍‌ସିୟସ୍‌ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୯.୦ ଡିଗ୍ରି ସେଲ୍‌ସିୟସ୍‌ ରେକର୍ଡ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe