ଆଜି ରାତି ୮ଟା ସୁଦ୍ଧା ୧୦ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ଆଜି ରାତି ୮ଟା ସୁଦ୍ଧା ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ଆଶଙ୍କା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, କନ୍ଧମାଳ ଓ କଟକ।

ସମ୍ବନ୍ଧିତ ଖବର