ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା!

Advertisment
ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା!

ଭୁବନେଶ୍ୱର: ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଉତ୍ତର ଓଡ଼ିଶାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷିବ। ସେହିଭଳି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷିବ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ପାଗ ମେଘୁଆର ରହିବ ବୋଲି ପାଣିପାଗ କାର୍ଯ୍ୟାଳୟ ତରଫରୁ ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe