ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଏବଂ ଖୋର୍ଦ୍ଧା ଜିଲ୍ଲାର ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରବିବାର ଦିନ ୧: ୩୦ ରୁ ୪: ୩୦ ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଏବଂ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିଂବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ହାଲୁକା ଅସରାଏ ଦୁଇ ଅସରା ବର୍ଷା ହେବାର ସମ୍ଭାବନା ରହିଥିବା କଥା ଭୁବନେଶ୍ୱର ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର