ଭୁବନେଶ୍ବର: କମିସନରେଟ ପୁଲିସ୍ ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କୁ ଗିରଫ କରିଥିବାର ସୂଚନା ମିଳିଛି। ଜଣେ ଲୋକ ନିଜର ଘର ତିଆରି କରୁଥିବା ବେଳେ ତାଙ୍କୁ ମାସିକ୨୦ ହଜାର ଟଙ୍କାର ଦାଦାବଟି ମାଗୁଥିଲେ ରାଜା। ଏକାଧିକ ବାର ଦାଦାବଟି ଦେବା ପରେ ଉକ୍ତ ବ୍ୟକ୍ତି ଅତିଷ୍ଠ ହୋଇ କ୍ୟାପିଟାଲ୍ ଥାନାରେ ଅଭିଯୋଗ କରିଥିଲେ।
ଏହାପରେ ପୁଲିସ୍ ରାଜା ଆଚାର୍ଯ୍ୟଙ୍କୁ ଗିରଫ କରିଥିଲା। ରାଜାଙ୍କୁ କ୍ୟାପିଟାଲ ଥାନାରେ ପୁଲିସ୍ ଜେରା କରୁଥିବା ଜଣାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/10/raja.jpg)