ଭୁବନେଶ୍ୱର: ଆଗାମୀ ମାର୍ଚ୍ଚ ୨୩ରେ ରାଜ୍ୟସଭା ନିର୍ବାଚନ ହେବ। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଏପ୍ରିଲ ୩ରେ ଓଡ଼ିଶାର ୩ଜଣ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ଦିଲ୍ଲୀପ ତିର୍କୀ, ଏଭି ସ୍ୱାମୀ ଓ ଅନଙ୍ଗ ଉଦୟ ସିଂହଦେଓଙ୍କ କାର୍ଯ୍ୟକାଳ ଶେଷ ହେବ। ନିର୍ବାଚନ ପାଇଁ ମାର୍ଚ୍ଚ ୫ରେ ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବା ବେଳେ ୧୨ ତାରିଖରେ ନାମାଙ୍କନ ପାଇଁ ଶେଷଦିନ ରହିବ।
Advertisment
Sambad is now on WhatsApp
Join and get latest news updates delivered to you via WhatsApp