୨୩ ମାର୍ଚ୍ଚରେ ରାଜ୍ୟସଭା ନିର୍ବାଚନ

ଭୁବନେଶ୍ୱର: ଆଗାମୀ ମାର୍ଚ୍ଚ ୨୩ରେ ରାଜ୍ୟସଭା ନିର୍ବାଚନ ହେବ। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଏପ୍ରିଲ ୩ରେ ଓଡ଼ିଶାର ୩ଜଣ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ଦିଲ୍ଲୀପ ତିର୍କୀ, ଏଭି ସ୍ୱାମୀ ଓ ଅନଙ୍ଗ ଉଦୟ ସିଂହଦେଓଙ୍କ କାର୍ଯ୍ୟକାଳ ଶେଷ ହେବ। ନିର୍ବାଚନ ପାଇଁ ମାର୍ଚ୍ଚ ୫ରେ ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବା ବେଳେ ୧୨ ତାରିଖରେ ନାମାଙ୍କନ ପାଇଁ ଶେଷଦିନ ରହିବ।

ସମ୍ବନ୍ଧିତ ଖବର