ଗୋଠପାଟଣା ଠାରେ ୩୦ ଏକର ଜମି ଉପରେ ପ୍ରତିଷ୍ଠା ହେବ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ୨ୟ କ୍ୟାମ୍ପସ

0

ଭୁବନେଶ୍ୱର: ଓଡ଼ିଶାର ପ୍ରଥମ ମହିଳା ବିଶ୍ୱବିଦ୍ୟାଳୟ ‘ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ୨ୟ କ୍ୟାମ୍ପସ ଭୁବନେଶ୍ୱର ଉପକଣ୍ଠ ଗୋଠପାଟଣା ଠାରେ ପ୍ରତିଷ୍ଠା ହେବ। ଉଚ୍ଚଶିକ୍ଷା ମନ୍ତ୍ରୀ ଅନନ୍ତ ଦାସ ଗୁରୁବାର ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ୨ୟ କ୍ୟାମ୍ପସ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ୩୦ ଏକର ଜମି ଯୋଗାଇ ଦେବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

ସମ୍ବନ୍ଧିତ ଖବର

Leave A Reply

Your email address will not be published.