ଭୁବନେଶ୍ୱର: ଓଡ଼ିଶାର ପ୍ରଥମ ମହିଳା ବିଶ୍ୱବିଦ୍ୟାଳୟ ‘ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ୨ୟ କ୍ୟାମ୍ପସ ଭୁବନେଶ୍ୱର ଉପକଣ୍ଠ ଗୋଠପାଟଣା ଠାରେ ପ୍ରତିଷ୍ଠା ହେବ। ଉଚ୍ଚଶିକ୍ଷା ମନ୍ତ୍ରୀ ଅନନ୍ତ ଦାସ ଗୁରୁବାର ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ୨ୟ କ୍ୟାମ୍ପସ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ୩୦ ଏକର ଜମି ଯୋଗାଇ ଦେବେ।
ଗୋଠପାଟଣା ଠାରେ ୩୦ ଏକର ଜମି ଉପରେ ପ୍ରତିଷ୍ଠା ହେବ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ୨ୟ କ୍ୟାମ୍ପସ
Advertisment
Follow Us