କେନ୍ଦୁଝର : ଦୁଇ ନାବାଳିକାଙ୍କୁ ଅପହରଣ ପରେ ଦୁଷ୍କର୍ମ ଘଟଣାରେ କେନ୍ଦୁଝର ଟାଉନ ଥାନା ପୁଲିସ ୩ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ମଧ୍ୟରେ ଦୁଇଜଣ ମହିଳା ଏବଂ ଜଣେ ନାବାଳକ ଥିବା ଜଣାପଡ଼ିଛି। ପୁଲିସ ଅଭିଯୁକ୍ତଙ୍କ ସମ୍ପର୍କରେ କୌଣସି ସୂଚନା ଦେଇନାହିଁ।
ଦୁଷ୍କର୍ମର ଶିକାର ହୋଇଥିବା ନାବାଳିକାମାନେ କେନ୍ଦୁଝର ଟାଉନ୍ ଥାନା ଅଞ୍ଚଳର ବୋଲି ଜଣାପଡ଼ିଛି। କିଏ ଓ କିପରି ଦୁଇ ନାବାଳିକାଙ୍କୁ ଅପହରଣ କରିଥିଲା ସେ ସମ୍ପର୍କରେ ପୁଲିସ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/03/arrest-2.jpg)