ଝିଅକୁ ଦୁଷ୍କର୍ମ ଅଭିଯୋଗରେ ବାପା ଗିରଫ

Advertisment
ସେୟାରିଂ ନାଁରେ ଚୂନ, ବନ୍ଧାହେଲେ ବିଲ୍‌ଡର

The Guardian Nigeria

ହରିଚନ୍ଦନପୁର: ହରିଚନ୍ଦନପୁର ବ୍ଲକ୍‌ ସୁନାପେଣ୍ଠ ପଞ୍ଚାୟତରେ ଝିଅକୁ ଦୁଷ୍କର୍ମ ଅଭିଯୋଗରେ ବାପା ଗିରଫ ହୋଇଛି। ପ୍ରାପ୍ତ ସୂଚନା ଅନୁସାରେ, ଅଭିଯୁକ୍ତର ପତ୍ନୀଙ୍କ ଦେହାନ୍ତ ହୋଇଯାଇଛି। ତାଙ୍କର ୪ ଝିଅଙ୍କ ମଧ୍ୟରୁ ଦୁଇଜଣ ବିବାହ କରିସାରିଥିବା ବେଳେ ଅନ୍ୟ ଦୁଇଜଣ ଘରେ ରହୁଥିଲେ।

ତୃତୀୟ ଝିଅକୁ ଅଭିଯୁକ୍ତ ତିନିବର୍ଷ ହେଲା ଦୁଷ୍କର୍ମ କରିଆସୁଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏସ୍‌ଆଇ ସୁକଳ କୁମାର ଥେମୁରିଆ କେସ୍‌ ନମ୍ବର ୧୪୮/୨୨ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ କୋର୍ଟଚାଲାଣ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe