ପୁରୀ: ଆଜି ପୁଣି ଥରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରତ୍ନଭଣ୍ଡାର ସଂପର୍କୀତ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେଉଛି। ଏଥିରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ ସଦସ୍ୟ ଡାକ୍ତର ସିବିକେ ମହାନ୍ତିଙ୍କ ସମେତ ଅନ୍ୟ କମିଟି ସଦସ୍ୟମାନେ ଉପସ୍ଥିତ ଅଛନ୍ତି। ଏହାଛଡ଼ା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥଶଙ୍କର ସ୍ବାଇଁ, ଏସପି ପିନାକ ମିଶ୍ର ପ୍ରମୁଖ ବି ଯୋଗ ଦେଇଛନ୍ତି। ଆଜିର ଏହି ବୈଠକରେ ରତ୍ନଭଣ୍ଡାର ଆଉ କେବେ ଖୋଲିବ ଏବଂ ଏସଓପି ନେଇ ଆଲୋଚନା ହେଉଥିବା ସୂଚନା ରହିଛି।
ପୁରୀରେ ପୁଣି ରତ୍ନଭଣ୍ଡାର ସଂପର୍କୀତ ଗୁରୁତ୍ୱପୂର୍ଣ୍ଣ ବୈଠକ
/sambad/media/post_attachments/wp-content/uploads/2024/07/fhfhsfhfhs.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)