ପୁରୀରେ ପୁଣି ରତ୍ନଭଣ୍ଡାର ସଂପର୍କୀତ ଗୁରୁତ୍ୱପୂର୍ଣ୍ଣ ବୈଠକ

Advertisment
ରତ୍ନଭଣ୍ଡାର ଚାବି ପ୍ରସଙ୍ଗ: ୫ ବର୍ଷ ହେଲା ଭଣ୍ଡାଉଥିଲେ

ପୁରୀ: ଆଜି ପୁଣି ଥରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରତ୍ନଭଣ୍ଡାର ସଂପର୍କୀତ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେଉଛି। ଏଥିରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ ସଦସ୍ୟ ଡାକ୍ତର ସିବିକେ ମହାନ୍ତିଙ୍କ ସମେତ ଅନ୍ୟ କମିଟି ସଦସ୍ୟମାନେ ଉପସ୍ଥିତ ଅଛନ୍ତି। ଏହାଛଡ଼ା ଶ୍ରୀମନ୍ଦିର  ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥଶଙ୍କର ସ୍ବାଇଁ, ଏସପି ପିନାକ ମିଶ୍ର ପ୍ରମୁଖ ବି ଯୋଗ ଦେଇଛନ୍ତି।  ଆଜିର ଏହି ବୈଠକରେ ରତ୍ନଭଣ୍ଡାର ଆଉ କେବେ ଖୋଲିବ ଏବଂ ଏସଓପି ନେଇ ଆଲୋଚନା ହେଉଥିବା ସୂଚନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe