ଘୋଷଣାକୁ ଅପେକ୍ଷା କରନ୍ତୁ: ସୁରେଶ ପୂଜାରୀ

Advertisment

କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ତା ଉପରେ ପ୍ରତିକ୍ରିୟା

କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ତା ଉପରେ ପ୍ରତିକ୍ରିୟା

ଗୁଲିଗପ କରିଛି କ୍ରାଇମ୍‌ବ୍ରାଞ୍ଚ: ସୁରେଶ ପୂଜାରୀ

SambadEnglish

ଭୁବନେଶ୍ୱର: ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରର ନବ ନିର୍ବାଚିତ ବିଧାୟକ ସୁରେଶ ପୂଜାରୀ ଦିଲ୍ଲୀରୁ ଫେରି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ କିଏ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବେ ତା ଉପରେ ରଖିଛନ୍ତି ପ୍ରତିକ୍ରିୟା। ସେ କହିଛନ୍ତି, ଦୁଇ କେନ୍ଦ୍ରୀୟ ନେତା ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କ ଉପରେ ମୁଖ୍ୟମନ୍ତ୍ରୀ ଚୟନ ଦାୟିତ୍ଵ ରହିଛି। ଉଭୟେ ଆସନ୍ତାକାଲି ବିଧାୟକ ଦଳ ବୈଠକରେ ଯୋଗ ଦେବେ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ନିଷ୍ପତ୍ତି ହେବ ଏବଂ ନାଆଁ ଘୋଷଣା କରାଯିବ। ଏଣୁ ସେ ଯାଏଁ  ଅପେକ୍ଷା କରନ୍ତୁ।

ଏଣେ ସୁରେଶ ପୂଜାରୀ ଓଡ଼ିଶ‌ାର ମୁଖ୍ୟମନ୍ତ୍ରୀ ଦୌଡ଼ରେ ସବୁଠାରୁ ଆଗରେ ଥିବା ନେଇ ଚର୍ଚ୍ଚା ହେଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe