ରତ୍ନଭଣ୍ଡାର ଚାବି ହଜିବା ଘଟଣାର ରିପୋର୍ଟ ସାର୍ବଜନୀନ ହେବ ନାହିଁ: ସରକାରଙ୍କ ସତ୍ୟପାଠ

ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ନୂଆ ମୋଡ଼ ଆସିଛି । ରାଜ୍ୟ ସରକାର ଏନେଇ ଏକ ସତ୍ୟପାଠ ଦାଖଲ କରିଛନ୍ତି । ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବ ନାହିଁ ବୋଲି ସତ୍ୟପାଠରେ ଉଲ୍ଲେଖ କରାଯାଇଛି...

Report of treasure key loss incident will not be made public

Report of treasure key loss incident will not be made public Photograph: (sambad.in)

କଟକ: ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ନୂଆ ମୋଡ଼ ଆସିଛି । ରାଜ୍ୟ ସରକାର ଏନେଇ ଏକ ସତ୍ୟପାଠ ଦାଖଲ କରିଛନ୍ତି । ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବ ନାହିଁ ବୋଲି ସତ୍ୟପାଠରେ ଉଲ୍ଲେଖ କରାଯାଇଛି ।

ଚାବି ହଜିବା ଘଟଣାର ତଦନ୍ତ କରୁଥିବା ଜଷ୍ଟିସ ରଘୁବୀର ଦାସ କମିସନ ତଦନ୍ତ ଶେଷ ପରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ଦେଇ ସାରିଛନ୍ତି  ।

ଅଧିକ ପଢ଼ନ୍ତୁ: ସୁଭଦ୍ରା ଯୋଜନା ହିତାଧିକାରୀଙ୍କୁ ଚିହ୍ନଟ ପାଇଁ ଘର ଘର ବୁଲି ସର୍ଭେ ହେବ: ଉପମୁଖ୍ୟମନ୍ତ୍ରୀ

ଆବେଦନକାରୀ ଚାବି କାହିଁକି ହଜିଲା ଓ କେମିତି ହଜିଥିଲା ଏନେଇ ରାଜ୍ୟବାସୀ ଜାଣିବା ଦରକାର ବୋଲି ଆବେଦନରେ ଦର୍ଶାଇଥିଲେ । ସରକାର କମିସନଙ୍କ ରିପୋର୍ଟ ସାର୍ବଜନୀନ କରିବାକୁ ବାଧ୍ୟ ନୁହନ୍ତି ବୋଲି ସତ୍ୟପାଠରେ କୁହାଯାଇଛି ।  ଆସନ୍ତା ମାର୍ଚ୍ଚ ୧୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ । 

ଅଧିକ ପଢ଼ନ୍ତୁ: ବିବାହ ଚର୍ଚ୍ଚା ମଧ୍ୟରେ ଆସିଲା ବ୍ରେକଅପ୍ ଖବର, ଅଲଗା ହେଲେ ତମନ୍ନା-ବିଜୟ !

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe