ଜମି ହୁଡ଼ାରୁ ମୃତଦେହ ଉଦ୍ଧାର     

Advertisment
ନିଖୋଜ ଯୁବକଙ୍କ ମୃତଦେହ ପଶ୍ଚିମବଙ୍ଗରୁ ଉଦ୍ଧାର

Image Courtesy of NDTV

ଦେବଗଡ଼: ଦେବଗଡ଼ ଆଦର୍ଶ ଥାନା ଅନ୍ତର୍ଗତ ବିଜୟନଗର ଗ୍ରାମରେ ବୁଧବାର ଜମି ହୁଡାରୁ ସେହି ଗାଁର ବୁଧୁରାମ ମାଝୀ (୫୩)ଙ୍କ ମୃତଦେହ ଉଦ୍ଧାର କରାଯାଇଛି।

ବୁଧୁରାମ ମଙ୍ଗଳବାରଠାରୁ ଘରୁ ନିଖୋଜ ଥିଲେ। ବୁଧବାର ସକାଳେ ତାଙ୍କ ମୃତଦେହ ଜମି ହୁଡାରେ ପଡ଼ିଥିବା ଦେଖି ଗ୍ରାମବାସୀ ପୁଲିସକୁ ଖବର ଦେଇଥିଲେ। ଖବରପାଇ ଦେବଗଡ଼ ଆଦର୍ଶ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହିତ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe