ପୁରୀରୁ ଫେରି ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀଙ୍କ ବୈଠକ

Advertisment
ପୁରୀରୁ ଫେରି ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ବର: ପୁରୀରୁ ଫେରିବା ପରେ ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବୈଠକ କରିଛନ୍ତି। ସରକାରୀ ଅଧିକାରୀଙ୍କୁ ଡାକି କରୁଛନ୍ତି ଆଲୋଚନା କରିଛନ୍ତି। ରାଜ୍ୟ ଅତିଥି ଭବନରେୟ ନଗର ଉନ୍ନୟନ ବିଭାଗ ସଚିବ ଜି ମାଥିଭାଥନନ ପହଞ୍ଚିଛନ୍ତି।

ପରେ ଅନ୍ୟ ବିଭାଗର ସଚିବଙ୍କୁ ମଧ୍ୟ ଡାକି ପାରନ୍ତି ବୋଲି କୁହାଯାଉଛି। ଏହା ସହ ରାଜ୍ୟ ଅତିଥି ଭବନରେ ବିଭିନ୍ନ ଦଳର ନେତା ମାନେ ବି ମୁଖ୍ୟମନ୍ତ୍ରୀଙ୍କୁ ଭେଟୁଛନ୍ତି। ବିଧାନସଭା ସଚିବ ଦାଶରଥୀ ଶତପଥି ମଧ୍ୟ ମୁଖମନ୍ତ୍ରୀଙ୍କୁ ଭେଟିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe