ରେଢ଼ାଖୋଲ ବିଧାୟକ ଇଂ. ରୋହିତ ପୂଜାରୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

Advertisment
କୁଆଡ଼େ ଯିବେ ବିଧାୟକ ରୋହିତ? ଏପଟେ ରାସେଶ୍ବରୀ, ସେପଟେ ପ୍ରସନ୍ନ

ସମ୍ବଲପୁର : ରାଜ୍ୟ ସରକାରଙ୍କ ଉପମୁଖ୍ୟ ସଚେତକ ତଥା ରେଢ଼ାଖୋଲ ବିଧାୟକ ଇଂ.ରୋହିତ ପୂଜାରୀ ଅସୁସ୍ଥ ହୋଇପଡ଼ିଛନ୍ତି। ଗ୍ୟାସଟାଇଟିସ୍ ଓ ଅମ୍ଲପିତ୍ତ ସମସ୍ୟା ଯୋଗୁ ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ି ଯାଇଛି। ରବିବାର ବିଳମ୍ବିତ ସନ୍ଧ୍ୟାରେ ତାଙ୍କୁ ସମ୍ବଲପୁର ବିକାଶ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ, ତାଙ୍କ ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଥିବା ନିର୍ଭରଯୋଗ୍ୟ ସୂତ୍ରରୁ ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe