ଭୁବନେଶ୍ବର : ରାଷ୍ଟ୍ରୀୟ ଛାତ୍ର କଂଗ୍ରେସ (ଏନ୍.ଏସ୍.ୟୁ.ଆଇ)ର ସଚିବ ରୋଶନ ଲାଲ୍ ବୁଟି ପ୍ରଦେଶ ଛାତ୍ର କଂଗ୍ରେସ ରାଜ୍ୟ ପ୍ରଭାରୀ ଭାବେ ନିଯୁକ୍ତି ପାଇଛନ୍ତି। ଏଆଇସିସି ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଅନୁମୋଦନ କ୍ରମେ ସାଧାରଣ ସମ୍ପାଦକ କେ.ସି.ଭେନୁଗୋପାଳ ତାଙ୍କୁ ଦାୟିତ୍ବ ପ୍ରଦାନ କରିଛନ୍ତି। ନୂଆ ଦାୟିତ୍ବକୁ ଶ୍ରୀ ବିଟୁ ନିଷ୍ଠାର ସହ ସମ୍ପାଦନ କରିବେ ବୋଲି ମତବ୍ୟକ୍ତ କରିଛନ୍ତି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us