କଟକ : ମାଓନେତା ସବ୍ୟସାଚୀ ପଣ୍ଡା ଓରଫ ସୁନୀଲ ଓରଫ ଶରତଙ୍କ ୯ଟି ଜାମିନ ଆବେଦନ ହାଇକୋର୍ଟରେ ଖାରଜ ହୋଇଛି। ଡକ୍ଟର ଜଷ୍ଟିସ ଅକ୍ଷୟ କୁମାର ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ସବ୍ୟସାଚୀଙ୍କ ନିୟମିତ ଜାମିନ ଆବେଦନ ଗୁଡିକର ଶୁଣାଣି କରି ଖାରଜ କରିଛନ୍ତି। ସରକାରଙ୍କ ପକ୍ଷରୁ ଏଜିଏ ଦିଲ୍ଲୀପ କୁମାର ମିଶ୍ର ମାମଲା ପରିଚାଳନା କରୁଥିଲେ।
ସବ୍ୟସାଚୀ ପଣ୍ଡାଙ୍କ ଜାମିନ ଖାରଜ
Advertisment
Follow Us