ଭୁବନେଶ୍ବର: କଲେଜରେ ଆଇସିସି କମିଟି ନକଲେ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ କରାଯିବ ବୋଲି ନିର୍ଦ୍ଦେଶ ରହିଛି । ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି କରିବା ପାଇଁ ସରକାର ଟାର୍ଗେଟ ରଖିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଆଇସିସି କମିଟି ନାହିଁ ତ ଦରମା ନାହିଁ ବୋଲି ସରକାର କହିଛନ୍ତି।
ଯେଉଁମାନେ ଭୁଲ୍ ଅଭିଯୋଗ କରୁଛନ୍ତି, ପିଓଏସଏଚ ଆକ୍ଟ ଅନୁସାରେ ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ।
ଏହି ଆକ୍ଟ ବାବଦରେ ଲୋକସେବା ଭବନରୁ ଆରମ୍ଭ ହୋଇଥିବା ସଚେତନତା କାର୍ଯ୍ୟକ୍ରମ ଆଗକୁ ବ୍ଲକ୍ ସ୍ତରରେ ମଧ୍ୟ ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।
Pravati Parida
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2024-09-12t092703765z-halim.jpeg)
/sambad/media/media_files/2025/07/31/salaries-of-officials-will-be-stopped-unless-icc-committee-is-formed-deputy-chief-ministers-statement-2025-07-31-14-14-34.jpg)