ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟା ହେଉଛି ଓଡ଼ିଆ ଜାତିର ଗର୍ବ ଓ ଗୌରବ, ଶ୍ରୀଗୀତଗୋବିନ୍ଦର ସ୍ରଷ୍ଠା ମହାକବି ଶ୍ରୀ ଜୟଦେବଙ୍କର ଆଜି ଜୟନ୍ତୀ। ଏଥିପାଇଁ ଆଜି ପବିତ୍ର ଅକ୍ଷୟ ତୃତୀୟା ଓ ଶ୍ରୀ ଜୟଦେବ ଜୟନ୍ତୀ ପାଳନ ପାଇଁ ଆଜି ସକାଳୁ ପୁରୁଣା ଭୁବନେଶ୍ୱରସ୍ଥିତ ଶ୍ରୀ ଅନନ୍ତ ବାସୁଦେବ ମନ୍ଦିର ଠାରୁ ଏକ ସଂକୀର୍ତ୍ତନ ଶୋଭାଯାତ୍ରା ବାହାରି ଶ୍ରୀ ଜୟଦେବଙ୍କ ଜନ୍ମପୀଠ କେନ୍ଦୁଲି ଅଭିମୁଖେ ଯାତ୍ରା କରିଛି।

Advertisment

publive-image ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏହି ଶୋଭାଯାତ୍ରାର ଆୟୋଜନ କରାଯାଇଛି। ରାଧାକୃଷ୍ଣ,  ହନୁମାନ ବେଶରେ କଳାକାର ମାନେ ସଜ୍ଜିତ ହୋଇ ଏହି ସଂକୀର୍ତ୍ତନ ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି।