ଜୁନ ୧୭ରେ ସ୍କୁଲ୍ ଖୋଲିବ ନାହିଁ, ଜୁଲାଇରେ ନିଷ୍ପତ୍ତି : ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ଆଗାମୀ ଜୁନ ୧୭ ତାରିଖରେ ସ୍କୁଲ୍ ଖୋଲିବ ନାହିଁ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଆଜି ସୂଚନା ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ସ୍ଥିତି ଅନୁଧ୍ୟାନ ପରେ ଜୁଲାଇରେ ଏନେଇ ନିଷ୍ପତ୍ତି ନିଆଯିବ।

ସମ୍ବନ୍ଧିତ ଖବର

Comments are closed.