ଭୁବନେଶ୍ବର: ଦୀପାବଳି ପରେ ସ୍କୁଲ ଖୋଲିବ ବୋଲି ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସମୀରରଂଜନ ଦାସ ସୂଚନା ଦେଇଛନ୍ତି। ଏନେଇ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ଏ ସଂପର୍କରେ ଗଣଶିକ୍ଷା ବିଭାଗ ବିଚାରବିମର୍ଶ କରୁଛି। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ନେଇ ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲାଯିବ।
ସ୍କୁଲ ଖୋଲିବା ଏକ ସ୍ୱାଭାବିକ ପ୍ରକ୍ରିୟା। ପ୍ରଥମରୁ ସପ୍ତମ ଖୋଲିବ। ପିଲାମାନଙ୍କ ମଧ୍ୟରେ ସ୍କୁଲ ଯିବା ପାଇଁ ଆଗ୍ରହ ସୃଷ୍ଟି ହେଲାଣି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ପିଲାମାନଙ୍କ ପାଇଁ ଶିକ୍ଷା ସହ ସ୍ୱାସ୍ଥ୍ୟ ଗୁରୁତ୍ୱପୂର୍ଣ୍ଣ। ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ସୁରୁଖୁରୁରେ ଚାଲିଛି। ଅନ୍ୟ ଶ୍ରେଣୀଗୁଡ଼ିକ ମଧ୍ୟ ଖୁବ ଶୀଘ୍ର ଖୋଲାଯିବ।
ଦୀପାବଳି ପରେ ଖୋଲିବ ସ୍କୁଲ: ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ
/sambad/media/post_attachments/wp-content/uploads/2021/10/Schools-Will-Be-Resume-After-Diwali_Thumbnail_2.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)