ନାସିର ଖାଁଙ୍କ ଜାମିନ ଶୁଣାଣି ଘୁଞ୍ଚିଲା

କଟକ : ‘ସ୍ୟାଡୋ’ ଫିଲ୍ମର ନାୟକ ତଥା ଦୃଷ୍ଟିହୀନ ଅଭିନେତା ମହମ୍ମଦ ନାସିର ଖାଁଙ୍କ ନିୟମିତ ଜାମିନ ଆବେଦନର ଶୁଣାଣି ଘୁଞ୍ଚିଛି। ନାସିରଙ୍କ ଜାମିନ ଆବେଦନର ପରବର୍ତ୍ତୀ ଶୁଣାଣି ଜୁଲାଇ ୧୦ରେ କରାଯିବା ପାଇଁ ଧାର୍ଯ୍ୟ କରାଯାଇଛି। ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠରେ ମାମଲାର ଶୁଣାଣି ଚାଲିଛି।

ସମ୍ବନ୍ଧିତ ଖବର