ଭୁବନେଶ୍ୱର : ପୁରୀ ଗୋବର୍ଦ୍ଧନ ପୀଠାଧୀଶ ଶ୍ରୀମଦ୍ ଜଗତ୍ଗୁରୁ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ମହାରାଜଙ୍କ ପଟ୍ଟାଭିଷେକ ପଞ୍ଚବିଂଶତି ବର୍ଷ ପୂର୍ତ୍ତି ମହୋତ୍ସବ ଏ ବର୍ଷ ପାଳନ କରାଯିବ। ମାଘ ଶୁକ୍ଳ ପଞ୍ଚମୀ ତଥା ଆସନ୍ତା ଜାନୁଆରି ୨୨ରୁ ୨୦୧୯ ମାଘ ଶୁକ୍ଳ ଶ୍ରୀପଞ୍ଚମୀ ପର୍ଯ୍ୟନ୍ତ ବର୍ଷବ୍ୟାପୀ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଚାଲିବ ବୋଲି ମହୋତ୍ସବ ସମିତିର ଅଧ୍ୟକ୍ଷ ଗଜପତି ମହାରାଜା ଦିବ୍ୟସିଂହ ଦେବ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।
ଶଙ୍କରାଚାର୍ଯ୍ୟଙ୍କ ପଟ୍ଟାଭିଷେକ ପଞ୍ଚବିଂଶତି ବର୍ଷ ପୂର୍ତ୍ତି ମହୋତ୍ସବ ୨୨ରୁ
Advertisment
Follow Us