ପୋଲସରାରେ ଯୁବକଙ୍କୁ ଗୁଳିମାଡ଼

Advertisment
ପୋଲସରାରେ ଯୁବକଙ୍କୁ ଗୁଳିମାଡ଼

ପୋଲସରା: ଗଞ୍ଜାମ ଜିଲ୍ଲା ପୋଲସରାରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ତୋଟାସାହି ଅଞ୍ଚଳରେ ଜଣେ ଯୁବକଙ୍କୁ ଅଜଣା ବ୍ୟକ୍ତି ଗୁଳିମାଡ଼ କରିଛନ୍ତି। ଯୁବକ ଜଣଙ୍କ ରାସ୍ତାରେ ଛିଡ଼ା ହୋଇଥିବା ସମୟରେ ଅଜଣା ବ୍ୟକ୍ତି ଗୁଳିମାଡ଼ କରିଥିଲେ। ଗୁଳି ଯୁବକଙ୍କ ବେକରେ ଲାଗିଛି।

ଯୁବକ ଜଣକ ଏକ ରାଜନୈତିକ ଦଳର ବୋଲି କୁହାଯାଉଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରିବା ସହିତ ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe