ଦିନ ୨ଟାରୁ ବନ୍ଦ ରହିବ ଦୋକାନ ବଜାର : ରାଜ୍ୟ ବ୍ୟବସାୟୀ ମହାସଂଘ

ଭୁବନେଶ୍ବର : ମେ ୩ରୁ ୧୫ ତାରିଖ ପର୍ୟ୍ୟନ୍ତ ସାରା ରାଜ୍ୟରେ ଦିନ ୨ଟାରୁ ଦୋକାନ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି ରାଜ୍ୟ ବ୍ୟବସାୟୀ ମହାସଂଘ । ବଢୁଥିବା କରୋନା ସଂକ୍ରମଣ ଦୃଷ୍ଟିରୁ ମହାସଂଘ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।  ଏନେଇ ମହାସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଅବଗତ କରାଯାଇଛି ବୋଲି ରାଜ୍ୟ ବ୍ୟବସାୟୀ ମହାସଂଘ ସଂପାଦକ ସୁଧାକର ପଣ୍ଡା ସୂଚନା ଦେଇଛନ୍ତି ।

ସମ୍ବନ୍ଧିତ ଖବର