ପୁରୀ: ବୁଧବାର ମାଘ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀଜିଉଙ୍କୁ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ଉପଲକ୍ଷେ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ଆସନ୍ତାକାଲି ଅପରାହ୍ଣ ୫ଟାରେ ବନକପେଡ଼ି ସହ ଦତ୍ତ ପ୍ରବେଶ ନୀତି ଅନୁଷ୍ଠିତ ହେବ। ପରେ ବନକଲାଗି ନୀତି ବଢ଼ିବ। ଏହି ଉପଲକ୍ଷେ ଅପରାହ୍ଣ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିର ଦର୍ଶନ ବନ୍ଦ ରହିବ।
ଆଜି ମହାପ୍ରଭୁଙ୍କ ବନକଲାଗି, ସନ୍ଧ୍ୟା ୫ଟାରୁ ଦର୍ଶନ ବନ୍ଦ
/sambad/media/post_attachments/wp-content/uploads/2020/10/jaganath.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)