ପୁରୀ: ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଜାରି

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ସୋମବାର ସନ୍ଧ୍ୟାରେ ଆରମ୍ଭ ହୋଇଯାଇଛି। ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଚାଲିଛି। ବୈଠକରେ ରଥଯାତ୍ରା-୨୦୧୯ ସଂପର୍କିତ ବ୍ୟୟ ଅଟକଳ, ଏଏସ୍‌ଆଇ ମରାମତି ନେଇ ସମୀକ୍ଷା ହେବ। ସେହିପରି ରତ୍ନଭଣ୍ଡାର ସଂପର୍କରେ ବୈଠକରେ ଆଲୋଚନା ହେବାର ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର