ରାମଚଣ୍ଡୀ: ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମ ପୁରୀରେ ଆୟୋଜନ କରାଯାଉଛି ।ଏହି କାର୍ଯ୍ୟକ୍ରମରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ଜଗତ୍ ପ୍ରକାଶ ନଡ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହି ପରିପ୍ରେକ୍ଷୀରେ ଶ୍ରୀ ନଡ୍ଡା ଆଜିଠାରୁ ଦୁଇଦିନଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଗୁରୁବାର ସନ୍ଧ୍ୟା ୭ଟାରେ ଭୁବନେଶ୍ବରରେ ପହଂଚିବା ପରେ କୋଣାର୍କ ଆସି ଇକୋ ରିଟ୍ରେଟରେ ରାତ୍ରିଯାପନ କରିବେ। ଶୁକ୍ରବାର ଦିନ ଶ୍ରୀ ନଡ୍ଡା ପୁରୀରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ଭୁବନେଶ୍ବର ଫେରି ଦଳର ପ୍ରମୁଖ କାର୍ଯ୍ୟକର୍ତାଙ୍କ ସହ ଚର୍ଚ୍ଚା ଏବଂ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ବୋଲି ଜଣାପଡିଛି।
୨ଦିନିଆ ଓଡ଼ିଶା ଗସ୍ତରେ ଶ୍ରୀ ଜେ.ପି.ନଡ୍ଡା: ଇକୋ ରିଟ୍ରେଟ କରିବେ ରାତ୍ର ଜାପନ।
ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମ ପୁରୀରେ ଆୟୋଜନ କରାଯାଉଛି ।ଏହି କାର୍ଯ୍ୟକ୍ରମରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ଜଗତ୍ ପ୍ରକାଶ ନଡ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
/sambad/media/media_files/2025/02/27/UpCsCAwXDlLkVBZX6Qjc.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)