ରଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

Advertisment

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ

ରଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ବର: ନୟାଗଡ଼ ଜିଲ୍ଲାର ରଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ରୁଷିନାଥ ବରାଳଙ୍କ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଉଛି।

ମିଳିଥିବା ସୂଚନା ଅନୁଯାୟୀ, ନୟାଗଡ଼, ଖୋର୍ଦ୍ଧା ଏବଂ ଢେଙ୍କାନାଳ ଜିଲ୍ଲାର ୪ ଟି ସ୍ଥାନରେ ୪ଟି ଟିମ୍ ଏକକାଳୀନ ଭିଜିଲାନ୍ସ ହେଉଛି। ୪ ଜଣ ଡିଏସପି, ୮ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଚଢ଼ାଉ ଜାରି ରହଛି।  ବର୍ତ୍ତମାନ ସୁଦ୍ଧା ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା, ଗୋଟିଏ ୪ ଚକିଆ ଗାଡ଼ି ଓ ଗୋଟିଏ ଦୁଇ ଚକିଆ ଗାଡ଼ି ଜବତ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe