Responsibilities and Duties of Government Photograph: (sambad.in)
ଭୁବନେଶ୍ବର: ସୋମବାର ସପ୍ତମ ଥର ଲାଗି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଖୋଲିଥିଲା। ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡ଼ିଆ ଏକ୍ସରେ ପୋଷ୍ଟ କରି କହିଛନ୍ତି, ଅଭିଯୋଗ ପ୍ରକୋଷ୍ଠରେ ରାଜ୍ଯର ବିଭିନ୍ନ ସ୍ଥାନରୁ ଆସିଥିବା ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିଲି। ସେମାନଙ୍କ ଅଭିଯୋଗର ଯଥାଶୀଘ୍ର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛି। ସମସ୍ୟାର ସମାଧାନ ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବା ନିମନ୍ତେ ଅଧିକାରୀଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଛି।
ଅଧିକ ପଢ଼ନ୍ତୁ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ପିଲାଟି ପାଇଁ ଆବଶ୍ୟକୀୟ ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯିବ। ସେଥିପାଇଁ ତାକୁ ଚିକିତ୍ସା ଲାଗି ନିମନ୍ତେ ତୁରନ୍ତ ଏସସିବିକୁ ସ୍ଥାନାନ୍ତର କରାଯାଇଛି। ପିଲାଟିର ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଅଧିକ ସହାୟତା ଆବଶ୍ୟକ ହେଲେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆବଶ୍ୟକ ସହାୟତା ଯୋଗାଇ ଦିଆଯିବ। ମୁଁ ମହାପ୍ରଭୁଙ୍କ ନିକଟରେ ପିଲାଟିର ଆଶୁ ଆରୋଗ୍ୟ କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅଧିକ ପଢ଼ନ୍ତୁ: କରଣ-ବିପାଶାଙ୍କୁ ନେଇ ବଡ଼ ଭୁଲ କରିଦେଲି: ମିକା ସିଂହ
Follow Us