The Hans India
ଭୁବନେଶ୍ବର : ବିଜେପିର ପୂର୍ବତନ ସୋନପୁର ଜିଲ୍ଲା ସଭାପତି ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବଳଦେବ ବେଦବାକ୍ଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବିତ କରାଯାଇଛି। ବିଜେପି ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତିରେ କୁହାଯାଇଛି ଯେ, ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀ ବେଦବାକ୍ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।
Follow Us