ସରୋଜିନୀ ହେମ୍ବ୍ରମଙ୍କ ମାତୃ ବିୟୋଗ

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ: ପକେଟରେ ଥିବା ୪ ଲକ୍ଷ ଟଙ୍କା ଗଲା କୁଆଡ଼େ?

stock.adobe.com

ବାରିପଦା: ପୂର୍ବତନ ରାଜ୍ୟସଭା ସାଂସଦ, ପୂର୍ବତନ ମନ୍ତ୍ରୀ ସରୋଜିନୀ ହେମ୍ବ୍ରମଙ୍କ ମାଆ ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଚୈତନ୍ୟ ପ୍ରସାଦ ମାଝୀଙ୍କ ଧର୍ମପତ୍ନୀ ଦମୟନ୍ତୀ ମାଝୀଙ୍କର ଆଜି ଭୁବନେଶ୍ବରସ୍ଥିତ ସୂର୍ଯ୍ୟନଗର ବାସଭବନରେ ପରଲୋକ ହୋଇଯାଇଛି।

ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ମୃତ୍ୟୁଶଯ୍ୟା ନିକଟରେ ପରିବାରବର୍ଗ ଉପସ୍ଥିତ ଥିଲେ। ଦମୟନ୍ତୀଙ୍କ ମୃତ୍ୟୁ ଖବର ପାଇ ବହୁ ବିଶିଷ୍ଟ ବ୍ୟକ୍ତି ଓ ରାଜନେତା ଶେଷଦର୍ଶନ କରିଥିଲେ। ମରଶରୀର ତାଙ୍କ ଗାଁ ମୟୂରଭଞ୍ଜ ଜିଲ୍ଲା ତିରିଂ ଅଣାଯାଉଛି। ଆସନ୍ତାକାଲି ସକାଳ ୧୦ଟାରେ ଆଦିବାସୀ ପରମ୍ପରା ଅନୁଯାୟୀ ଅନ୍ତିମ ସଂସ୍କାର ହେବ ବୋଲି ପରିବାର ଲୋକ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe