ଘସିପୁରା ବିଧାନସଭା ଆସନରେ ସ୍ବାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଆଗୁଆ

Advertisment
ଘସିପୁରା ବିଧାନସଭା ଆସନରେ ସ୍ବାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଆଗୁଆ

କେନ୍ଦୁଝର: ଘସିପୁରା ବିଧାନସଭା ଆସନରେ ସ୍ବାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଆଗୁଆ ରହିଥିବା ଜଣାଯାଇଛି। ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ସେ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେଡିର ବଦ୍ରି ନାରାୟଣ ପାତ୍ରଙ୍କ ଠାରୁ ୯୫୫ ଭୋଟରେ ଆଗୁଆ ଅଛନ୍ତି। ସ୍ବାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ୬୪୩୭ ଭୋଟ୍ ମିଳିଥିବା ବେଳେ ବଦ୍ରି ନାରାୟଣ ପାତ୍ରଙ୍କୁ ୫୪୮୨ ଓ ବିଜେପି ପ୍ରାର୍ଥୀ  ଶମ୍ଭୁନାଥ ରାଉତଙ୍କୁ ୩୩୧୨ ଭୋଟ୍ ମିଳିଥିବା ଜଣାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe