Mid-Day
ଭୁବନେଶ୍ବର : ରାଜ୍ୟରେ ଥିବା ସମସ୍ତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ସ୍ବତନ୍ତ୍ର ସ୍କୁଲଗୁଡ଼ିକ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ। ପୂର୍ବରୁ ଜୁଲାଇ ୩୧ ପର୍ଯ୍ୟନ୍ତ ସ୍ବତନ୍ତ୍ର ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଥିବା ବେଳେ ଏବେ ଏହାକୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ଏନେଇ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
Follow Us