ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ପତ୍ନୀଙ୍କ ନାଁରେ ଦ୍ଵିତୀୟ ଥର ଚାର୍ଜ ଫ୍ରେମ୍ କଲେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ

ଭୁବନେଶ୍ଵର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ପତ୍ନୀଙ୍କ ନାଁରେ ଭୁବନେଶ୍ଵର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦ୍ଵିତୀୟ ଥର ଚାର୍ଜ ଫ୍ରେମ୍ କରିଛନ୍ତି।
ପୂର୍ବରୁ ଭିଜିଲାନ୍ସ କୋର୍ଟରେ ଉଭୟଙ୍କ ନାଁ ୩୦୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ ହୋଇଥିଲା।

ଚାର୍ଜସିଟ୍ ରେ ଉଭୟଙ୍କ ନାଁରେ ୯ କୋଟି ଲକ୍ଷ ୧୩ ହଜାର ୭ ଟଙ୍କାର ଆୟବର୍ହିଭୂତ ସମ୍ପତି ଠାବ କରିଥିବା ଭିଜିଲାନ୍ସ ଦର୍ଶାଇଥିଲା।

ସମ୍ବନ୍ଧିତ ଖବର