ରାଜ୍ୟ କ୍ୟାବିନେଟ୍‌ର ବୈଠକ: ୨୭ଟି ପ୍ରକଳ୍ପକୁ ଅନୁମୋଦନ; ରାଜ୍ୟ ବଜେଟର ପରିମାଣ ୧ ଲକ୍ଷ ୭୦ ହଜାର କୋଟି ସୂଚନା

Advertisment

ପ୍ରକଳ୍ପରେ ଖର୍ଚ୍ଚ ହେବ ୧୨୪୨ କୋଟି, ୩୧୩୫ ଜଣଙ୍କୁ ମିଳିବ ନିଯୁକ୍ତି

ପ୍ରକଳ୍ପରେ ଖର୍ଚ୍ଚ ହେବ ୧୨୪୨ କୋଟି, ୩୧୩୫ ଜଣଙ୍କୁ ମିଳିବ ନିଯୁକ୍ତି

ଆଇପିଏସ୍‌ ସ୍ତରରେ ଅଦଳବଦଳ: ବିନୟତୋଷ ମିଶ୍ରଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଜି ଦାୟିତ୍ୱ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ବପୂର୍ଣ୍ଣ ବୈଠକରେ ସରକାର ୨୭ଟି ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସରକାର କେବଳ ୮ଟି ପ୍ରକଳ୍ପ ପାଇଁ ୧୨୪୨ କୋଟି ଟଙ୍କା ଅନୁମୋଦନ ଦେଇଛନ୍ତି। ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ମାଧ୍ୟମରେ ପ୍ରକଳ୍ପକୁ ଅନୁମତି ମିଳିଛି। ଏହି ପ୍ରକଳ୍ପଗୁଡ଼ିକ ଯୋଗୁଁ ରାଜ୍ୟର ୩୧୩୫ ଜଣଙ୍କୁ ନିଯୁକ୍ତି ମିଳିବ ବୋଲି ଆଶା କରାଯାଉଛି।

ଏହାସହ ଆଜି କ୍ୟାବିନେଟ ବୈଠକ ଶେଷ ହୋଇଛି । ବଜେଟର ପରିମାଣ ୧ ଲକ୍ଷ ୭୦ ହଜାର କୋଟି ଟଙ୍କା ହୋଇପାରେ ବୋଲି ସୂଚନା ମିଳିଛି । ବଜେଟ ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଆସନ୍ତା ୨୨ରେ ଉପସ୍ଥାପନ ହେବ ରାଜ୍ୟ ବଜେଟ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe