ରାଜ୍ୟ କ୍ୟାବିନେଟ ବୈଠକରେ ୧୭ଟି ପ୍ରସ୍ତାବକୁ ମଂଜୁରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏସବୁ ନିଷ୍ପତ୍ତି ଗୁଡ଼ିକ ଅର୍ଥ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସାଧାରଣ ପ୍ରଶାସନ ଓ ଅଭିଯୋଗ, ଗୃହ, ଅବକାରୀ, ଶ୍ରମ ଓ ଇଏସଆଇ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ସହ ସମ୍ପର୍କିତ ବୋଲି ଜଣାପଡ଼ିଛି ।

ଏହି ୧୬ଟି ବୃହତ ପ୍ରସ୍ତାବ ସହ ବିଧାନସଭାର ସତ୍ରାବସାନ ପ୍ରସ୍ତାବକୁ ବି ଏହି କ୍ୟାବିନେଟ ବୈଠକରେ ମଂଜୁରୀ ମିଳିଛି ।

ସମ୍ବନ୍ଧିତ ଖବର