ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ବସିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୫ଟା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।
ବୈଠକରେ ୪ଟି ପ୍ରସ୍ତାବରେ ମୋହର ଲାଗିବାର ଆଶା ଥିବା କୁହାଯାଉଛି ।
ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କିତ ସଂଶୋଧନ ପ୍ରସ୍ତାବ ସହ ଆଇନ ବିଭାଗର ଦୁଇଟି ପ୍ରସ୍ତାବ କ୍ୟାବିନେଟରେ ଉପସ୍ଥାପିତ ହେବ ବୋଲି କୁହାଯାଉଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2024-09-12t092703765z-halim.jpeg)